ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

Spread the love

-ଅଷ୍ଟମ ରାଉଣ୍ଡ ସୁଦ୍ଧା ୨୮ ହଜାର ୮୮୮ ଭୋଟ୍‌ରେ ଆଗୁଆ

-ଅଷ୍ଟମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୪୧,୫୨୦ ଭୋଟ୍

-ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୧୨,୬୩୨ ଭୋଟ୍

-ତୃତୀୟ ସ୍ଥାନରେ ଘାସିରାମଙ୍କୁ ୧୦,୬୪୯ ଭୋଟ୍

Leave a Reply

Your email address will not be published. Required fields are marked *