ଭୁବନେଶ୍ବରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା-କାଲି ଏକ ଘରୋଇ ସ୍କୁଲର କାର୍ଯ୍ୟକ୍ରମରେ ଯୋଗଦେବେ ଶୁଭାଂଶୁ-‘ଓଡ଼ିଶା ଆସି ମୁଁ ବହୁତ ଖୁସି, ପୂର୍ବରୁ ବି ଓଡ଼ିଶା ଆସିଥିଲି’-‘ଓଡ଼ିଶାର ପିଲାମାନେ ପାଠ ପଢ଼ି ମହାକାଶ ବିଜ୍ଞାନରେ ଆଗକୁ ଯାଆନ୍ତୁ’-‘ମହାକାଶର ଅନୁଭୂତି ଅତ୍ୟନ୍ତ ନିଆରା ଥିଲା, ସେୟାର କରିବି’-ମହାକାଶର ଅନୁଭୂତି ବାଣ୍ଟିବାକୁ ଓଡ଼ିଶା ଆସିଛି- ଶୁଭାଂଶୁ-‘ଏରୋସ୍ପେଶ୍ ପାଇଁ ଯେଉଁମାନେ ଆଗ୍ରହୀ, ମୁଁ ଉତ୍ସାହିତ କରିବି’

Spread the love

Leave a Reply

Your email address will not be published. Required fields are marked *